ସଦାପ୍ରଭୁଙ୍କ ସ୍ତବଗାନ
1ହେ ସର୍ବଦେଶୀୟମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର;
ହେ ସମସ୍ତ ଲୋକ, ତାହାଙ୍କର ସ୍ତୁତି କର।
2କାରଣ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଦୟା ଅତିଶୟ
ଓ ସଦାପ୍ରଭୁଙ୍କ ସତ୍ୟତା ଅନନ୍ତକାଳସ୍ଥାୟୀ।
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ