ଗୀତସଂହିତା
<
୧୧୭
>
୧୧୭
ସଦାପ୍ରଭୁଙ୍କ ସ୍ତବଗାନ
୧
ହେ ସର୍ବଦେଶୀୟମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର;
ହେ ସମସ୍ତ ଲୋକ, ତାହାଙ୍କର ସ୍ତୁତି କର।
୨
କାରଣ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଦୟା ଅତିଶୟ
ଓ ସଦାପ୍ରଭୁଙ୍କ ସତ୍ୟତା ଅନନ୍ତକାଳସ୍ଥାୟୀ।
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
ଗୀତସଂହିତା
<
୧୧୭
>
© 2017 BCS